ପ୍ରେରିତ 21:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି, ସେମାନେ ତାଙ୍କୁ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ, ସମୁଦାୟ ଯିରୂଶାଲମ ଗଣ୍ତଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ଵାଦ ଆସିଲା। Viz kapitolaଓଡିଆ ବାଇବେଲ31 ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା । Viz kapitolaପବିତ୍ର ବାଇବଲ (CL) NT (BSI)31 ଉତ୍ତ୍ୟକ୍ତ ଜନତା ପାଉଲଙ୍କୁ ହତ୍ୟା କରିବା ପାଇଁ ଉଦ୍ୟମ କଲେ, Viz kapitolaପବିତ୍ର ବାଇବଲ31 ଲୋକମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିବା ସମୟରେ ରୋମୀୟ ସେନାପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ଯିରୁଶାଲମରେ ଉତ୍ତେଜନା ଖେଳି ଯାଇଛି। Viz kapitola |