ପ୍ରେରିତ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ସମୁଦ୍ରକୂଳରେ ଜାନୁପାତ କରି ଆମ୍ଭେମାନେ ପ୍ରାର୍ଥନା କଲୁ, ପୁଣି ପରସ୍ପରଠାରୁ ବିଦାୟ ଘେନିଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ। Viz kapitolaଓଡିଆ ବାଇବେଲ6 ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)6 ତା’ପରେ ଆମେ ସେମାନଙ୍କୁ ବିଦାୟ ଜଣାଇ, ଜାହାଜରେ ପ୍ରବେଶ କଲୁ, ସେମାନେ ଘରକୁ ଫେରିଗଲେ। Viz kapitolaପବିତ୍ର ବାଇବଲ6 ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନେଇ ଜାହାଜରେ ଚଢ଼ିଲୁ। ଶିଷ୍ୟମାନେ ନିଜ ନିଜ ଘରକୁ ଫେରିଗଲେ। Viz kapitola |