ପ୍ରେରିତ 22:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିଉତ୍ତାରେ ମୁଁ ଯିରୂଶାଲମକୁ ବାହୁଡ଼ିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି। Viz kapitolaଓଡିଆ ବାଇବେଲ17 ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି । Viz kapitolaପବିତ୍ର ବାଇବଲ (CL) NT (BSI)17 “ମୁଁ ଯିରୂଶାଲମକୁ ଫେରିଯାଇ ସେଠାରେ ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ, Viz kapitolaପବିତ୍ର ବାଇବଲ17 “ତା'ପରେ ମୁଁ ଯିରୁଶାଲମକୁ ଫେରି ଆସିଲି। ସେଠାରେ ମନ୍ଦିରରେ ଦିନେ ପ୍ରାର୍ଥନା କଲାବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି। Viz kapitola |