ପ୍ରେରିତ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେ ମୋତେ କହିଲେ, ବିଳମ୍ଵ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ। Viz kapitolaଓଡିଆ ବାଇବେଲ18 ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)18 ପ୍ରଭୁଙ୍କର ଦର୍ଶନ ପାଇଲି। ସେ ମୋତେ କହିଲେ, ‘ଶୀଘ୍ର ଯିରୂଶାଲମ ପରିତ୍ୟାଗ କର, କାରଣ ଏଠାକାର ଲୋକମାନେ ମୋ’ ସମ୍ବନ୍ଧରେ ତୁମର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।’ Viz kapitolaପବିତ୍ର ବାଇବଲ18 ସେହି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମୋତେ କହିଲେ, ‘ତୁମ୍ଭେ ସଙ୍ଗେ ସଙ୍ଗେ ଯିରୁଶାଲମ ଛାଡ଼ିଦିଅ, କାରଣ ତୁମ୍ଭେ ମୋ’ ବିଷୟରେ ଯାହା କହିବ, ସେମାନେ ଗ୍ରହଣ କରିବେ ନାହିଁ।’ Viz kapitola |