Online Bible

- Reklamy -




ପ୍ରେରିତ 22:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେଥିରେ ମୁଁ କହିଲି, ପ୍ରଭୋ, ମୁଁ ଯେ ଆପଣଙ୍କଠାରେ ବିଶ୍ଵାସୀମାନଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;

Viz kapitola kopírovat

ଓଡିଆ ବାଇବେଲ

19 ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ମୁଁ ଉତ୍ତର ଦେଲି, ‘ପ୍ରଭୁ, ମୁଁ ସମାଜ ଗୃହମାନଙ୍କୁ ଯାଇ ଆପଣଙ୍କଠାରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ କିପରି ବନ୍ଦୀ କରିଥିଲି ଓ ପ୍ରହାର କରିଥିଲି, ଏହା ସେମାନେ ଭଲଭାବେ ଜାଣନ୍ତି।

Viz kapitola kopírovat

ପବିତ୍ର ବାଇବଲ

19 “କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରତ୍ୟେକ ସମାଜଗୃହକୁ ଯାଇ ସେଠାରେ ତୁମ୍ଭକୁ ବିଶ୍ୱାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି।

Viz kapitola kopírovat




ପ୍ରେରିତ 22:19

Následuj nás:

Reklamy


Reklamy