ପ୍ରେରିତ 22:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ବିଜାତିମାନଙ୍କ ନିକଟକୁ ପ୍ରେରଣ କରିବୁ। Viz kapitolaଓଡିଆ ବାଇବେଲ21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ । Viz kapitolaପବିତ୍ର ବାଇବଲ (CL) NT (BSI)21 ପ୍ରଭୁ ମୋତେ କହିଲେ, ‘ଯାଅ, ମୁଁ ତୁମକୁ ବହୁତ ଦୂରକୁ ଅଣଇହୁଦୀମାନଙ୍କ ନିକଟକୁ ପଠାଇବି’।” Viz kapitolaପବିତ୍ର ବାଇବଲ21 “କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’” Viz kapitola |