Online Bible

- Reklamy -




ପ୍ରେରିତ 22:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେଥିରେ ସହସ୍ରସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।

Viz kapitola kopírovat

ଓଡିଆ ବାଇବେଲ

28 ସେଥିରେ ସହସ୍ର ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି । ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ସେନାପତି କହିଲେ, “ଅନେକ ଟଙ୍କା ବିନିମୟରେ ମୁଁ ଜଣେ ରୋମୀୟ ନାଗରିକ ହୋଇଛି।” ପାଉଲ ଉତ୍ତର ଦେଲେ, “କିନ୍ତୁ ମୁଁ ଜନ୍ମରୁ ରୋମୀୟ।”

Viz kapitola kopírovat

ପବିତ୍ର ବାଇବଲ

28 ସେନାଧ୍ୟକ୍ଷ କହିଲେ, “ମୁଁ ଜଣେ ରୋମୀୟ ନାଗରିକ ହେବା ପାଇଁ ପ୍ରଚୁର ଟଙ୍କା ଦେଇଥିଲି।” ପାଉଲ କହିଲେ, “କିନ୍ତୁ ମୁଁ ଜଣେ ରୋମୀୟ ନାଗରିକ ଭାବେ ଜନ୍ମ ନେଇଥିଲି।”

Viz kapitola kopírovat




ପ୍ରେରିତ 22:28

Následuj nás:

Reklamy


Reklamy