Online Bible

- Reklamy -




ପ୍ରେରିତ 22:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ଵାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟ ରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି ପାଉଲଙ୍କୁ ଘେନିଆଣି ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।

Viz kapitola kopírovat

ଓଡିଆ ବାଇବେଲ

30 କିନ୍ତୁ କାହିଁକି ସେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ଇହୁଦୀମାନେ ପାଉଲଙ୍କ ବିରୁଦ୍ଧରେ କି ଅଭିଯୋଗ କରିଛନ୍ତି, ତାହା ନିଶ୍ଚିତଭାବେ ଜାଣିବା ପାଇଁ ସୈନ୍ୟାଧ୍ୟକ୍ଷ ତହିଁ ଆର ଦିନ ପାଉଲଙ୍କର ବନ୍ଧନସବୁ ଖୋଲି ଦେଇ ମହାସଭାର ପୂର୍ଣ୍ଣ ବୈଠକ ଆହ୍ୱାନ କରିବା ପାଇଁ ଯାଜକମାନଙ୍କୁ ଆଦେଶ ଦେଲେ। ତା’ପରେ ସେ ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।

Viz kapitola kopírovat

ପବିତ୍ର ବାଇବଲ

30 ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା'ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।

Viz kapitola kopírovat




ପ୍ରେରିତ 22:30

Následuj nás:

Reklamy


Reklamy