ପ୍ରେରିତ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେଉଁମାନେ ମୋʼ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ତାହାଙ୍କ ସ୍ଵର ଶୁଣିଲେ ନାହିଁ। Viz kapitolaଓଡିଆ ବାଇବେଲ9 ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)9 ମୋ’ ସଙ୍ଗରେ ଥିବା ଲୋକମାନେ ସେହି ଆଲୋକ ଦେଖିଲେ, କିନ୍ତୁ ମୋ’ ସହିତ କଥା କହୁଥିବା ବ୍ୟକ୍ତିଙ୍କର ସ୍ୱର ଶୁଣି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ9 ମୋ’ ସହିତ ଥିବା ଲୋକମାନେ ମଧ୍ୟ ସେହି ଆଲୋକ ଦେଖି ପାରିଲେ। କିନ୍ତୁ ସେମାନେ ମୋତେ କୁହାଯିବା ବାକ୍ୟ ଶୁଣି ବୁଝି ପାରିଲେ ନାହିଁ। Viz kapitola |