ପ୍ରେରିତ 23:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣିଲେ ଏବଂ ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣି ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ16 କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣି ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲା । Viz kapitolaପବିତ୍ର ବାଇବଲ (CL) NT (BSI)16 କିନ୍ତୁ ପାଉଲଙ୍କ ଭଣଜା ଏହି ଚକ୍ରାନ୍ତ କଥା ଶୁଣି, ଦୁର୍ଗ ଭିତରକୁ ଯାଇ ପାଉଲଙ୍କୁ ଏହା ଜଣାଇଲା। Viz kapitolaପବିତ୍ର ବାଇବଲ16 ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ। Viz kapitola |