ପ୍ରେରିତ 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ପାଉଲ ଜଣେ ଶତ-ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେଥିରେ ପାଉଲ ଜଣେ ଶତସେନାପତିଙ୍କୁ ଡାକି କହିଲେ, ଏହି ଯୁବାକୁ ସହସ୍ରସେନାପତିଙ୍କ ନିକଟକୁ ଘେନିଯାଉନ୍ତୁ, କାରଣ ତାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି। Viz kapitolaଓଡିଆ ବାଇବେଲ17 ସେଥିରେ ପାଉଲ ଜଣେ ଶତ ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)17 ପାଉଲ ରୋମୀୟ କର୍ମଚାରୀମାନଙ୍କ ମଧ୍ୟରୁ ଜଣକୁ ଡକାଇ କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ପାଖକୁ ନେଇ ଯାଆନ୍ତୁ, ତାଙ୍କୁ ତାହାର କିଛି କହିବାର ଅଛି।” Viz kapitolaପବିତ୍ର ବାଇବଲ17 ତା'ପରେ ପାଉଲ ଜଣେ ସେନା ଅଧିକାରୀଙ୍କୁ ଡାକି କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ନିକଟକୁ ନେଇଯାଅ। ତା'ର ତାହାଙ୍କୁ କିଛି କହିବାର ଅଛି।” Viz kapitola |