ପ୍ରେରିତ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେଥିରେ ମହାଯାଜକ ହାନାନ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ2 ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ଏହି କଥା ଶୁଣି ମହାଯାଜକ ଆନାନୀୟ ପାଉଲଙ୍କ ମୁହଁରେ ଚାପୁଡ଼ା ମାରିବା ପାଇଁ ପାଉଲଙ୍କ ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ2 ଏହା ଶୁଣି ମହାଯାଜକ ହନାନିୟ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁହଁରେ ଗ୍ଭପୁଡ଼ା ମାରିବା ପାଇଁ ଆଦେଶ ଦେଲେ। Viz kapitola |