ପ୍ରେରିତ 23:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜ୍ଞାତ ହୋଇ ଏହାକୁ ଉଦ୍ଧାର କଲି। Viz kapitolaଓଡିଆ ବାଇବେଲ27 ଯିହୂଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିଵା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି । Viz kapitolaପବିତ୍ର ବାଇବଲ (CL) NT (BSI)27 ଇହୁଦୀମାନେ ଏହି ଲୋକଟିକୁ ଧରି ତାକୁ ହତ୍ୟା କରିବାକୁ ଉଦ୍ୟତ ଥିଲେ। ସେ ଜଣେ ରୋମୀୟ ନାଗରିକ ବୋଲି ଅବଗତ ହେବାରୁ ମୁଁ ମୋର ସୈନ୍ୟମାନଙ୍କ ଦ୍ୱାରା ତାକୁ ରକ୍ଷା କଲି। Viz kapitolaପବିତ୍ର ବାଇବଲ27 ଯିହୂଦୀମାନେ ଏହି ଲୋକକୁ ଧରି ନେଇ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳରେ ସୈନ୍ୟମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ। Viz kapitola |