ପ୍ରେରିତ 23:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି। Viz kapitolaପବିତ୍ର ବାଇବଲ (Re-edited) - (BSI)28 କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ଘେନିଗଲି। Viz kapitolaଓଡିଆ ବାଇବେଲ28 କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି । Viz kapitolaପବିତ୍ର ବାଇବଲ (CL) NT (BSI)28 ସେମାନଙ୍କ ବିରୁଦ୍ଧରେ ସେ କି ଦୋଷ କରିଥିଲା, ଜାଣିବା ପାଇଁ ମୁଁ ତାକୁ ସେମାନଙ୍କ ମହାସଭାକୁ ନେଇଗଲି। Viz kapitolaପବିତ୍ର ବାଇବଲ28 ମୁଁ ଏହି ଲୋକକୁ ସେମାନଙ୍କର ମହାସଭାକୁ ନେଇ ତାହା ବିରୁଦ୍ଧରେ ଥିବା ଅଭିଯୋଗ ଜାଣିବାକୁ ଗ୍ଭହୁଁଥିଲି। Viz kapitola |