ପ୍ରେରିତ 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ନେଇ ରାତ୍ରିକାଳରେ ତାହାଙ୍କୁ ଆନ୍ତିପାତ୍ରିକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ଘେନି ରାତ୍ରିକାଳରେ ତାଙ୍କୁ ଆନ୍ତିପାତ୍ରିକୁ ଆଣିଲେ। Viz kapitolaଓଡିଆ ବାଇବେଲ31 ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ନେଇ ରାତ୍ରିକାଳରେ ତାହାଙ୍କୁ ଆନ୍ତିପାତ୍ରିକୁ ଆଣିଲେ । Viz kapitolaପବିତ୍ର ବାଇବଲ (CL) NT (BSI)31 ସୈନ୍ୟମାନେ ସେହି ଆଦେଶ ଅନୁଯାୟୀ ପାଉଲଙ୍କୁ ସେହି ରାତିରେ ଆନ୍ତିପଟ୍ରିସ୍ରେ ପହଞ୍ଚାଇ ଦେଲେ। Viz kapitolaପବିତ୍ର ବାଇବଲ31 ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରିୀରେ ଆନ୍ତିପାତ୍ରି ନଗରକୁ ଆଣିଲେ। Viz kapitola |