ପ୍ରେରିତ 23:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିୟାର ଲୋକ, ଏହା ଜାଣି ସେ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେ ପତ୍ରଟି ପାଠ କଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ, Viz kapitolaଓଡିଆ ବାଇବେଲ34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)34 ରାଜ୍ୟପାଳ ପତ୍ରଟି ପଢ଼ି ପାଉଲଙ୍କୁ କେଉଁ ପ୍ରଦେଶରୁ ଆସିଛନ୍ତି ବୋଲି ପଚାରିଲେ। ପାଉଲ ସିଲିଷୀଆର ବୋଲି ଜାଣି Viz kapitolaପବିତ୍ର ବାଇବଲ34 ରାଜ୍ୟପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଗ୍ଭରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ। Viz kapitola |