ପ୍ରେରିତ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ଵରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ? Viz kapitolaଓଡିଆ ବାଇବେଲ4 ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ୱରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ ? Viz kapitolaପବିତ୍ର ବାଇବଲ (CL) NT (BSI)4 ପାଉଲଙ୍କ ନିକଟରେ ଥିବା ଲୋକମାନେ ତାଙ୍କୁ କହିଲେ, “ତୁମେ ଈଶ୍ୱରଙ୍କ ପ୍ରଧାନ ଯାଜକଙ୍କୁ ଅପମାନ କରୁଛ!” Viz kapitolaପବିତ୍ର ବାଇବଲ4 ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।” Viz kapitola |