ପ୍ରେରିତ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ, ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷସମର୍ଥନ କରୁଅଛି। Viz kapitolaଓଡିଆ ବାଇବେଲ10 ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)10 ତା’ପରେ ରାଜ୍ୟପାଳ ପାଉଲଙ୍କୁ କଥା କହିବା ପାଇଁ ଇଙ୍ଗିତ ଦେବାରୁ ପାଉଲ କହିଲେ: “ମୁଁ ଜାଣେ ଯେ ବହୁ ବର୍ଷ ଧରି ଆପଣ ଏହି ଜାତିର ବିଚାରପତି ହୋଇଛନ୍ତି, ତେଣୁ ଆପଣଙ୍କ ସମ୍ମୁଖରେ ଆତ୍ମସମର୍ଥନ କରିବା ମୋ’ ପକ୍ଷରେ ସୌଭାଗ୍ୟଜନକ। Viz kapitolaପବିତ୍ର ବାଇବଲ10 ରାଜ୍ୟପାଳ ଯେତେବେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତେବେଳେ ପାଉଲ ଉତ୍ତର ଦେଇ କହିଲେ, “ମୁଁ ଜାଣେ ଯେ ଆପଣ ଅନେକ ବର୍ଷ ଧରି ଏ ଜାତିର ବିଗ୍ଭରକର୍ତ୍ତା ଭାବରେ କାର୍ଯ୍ୟ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖରେ ମୁଁ ଆନନ୍ଦରେ ମୋର ପକ୍ଷସମର୍ଥନ କରୁଅଛ। Viz kapitola |