ପ୍ରେରିତ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ଏବେ ଏମାନେ ମୋʼ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ଘେନି ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ। Viz kapitolaଓଡିଆ ବାଇବେଲ13 ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହି ସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)13 ତେଣୁ ମୋ’ ବିରୁଦ୍ଧରେ ବର୍ତ୍ତମାନ ଆଣିଥିବା ଅଭିଯୋଗଗୁଡ଼ିକ ପାଇଁ ସେମାନେ ପ୍ରମାଣ ଦେଇପାରିବେ ନାହିଁ। Viz kapitolaପବିତ୍ର ବାଇବଲ13 ଏହି ଲୋକମାନେ ମୋ’ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସେମାନେ ଦେଇ ପାରିବେ ନାହିଁ। Viz kapitola |