ପ୍ରେରିତ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)2 ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ଵାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି ଆପଣଙ୍କର ପରିଣାମଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି, Viz kapitolaଓଡିଆ ବାଇବେଲ2 ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି, Viz kapitolaପବିତ୍ର ବାଇବଲ (CL) NT (BSI)2 ତା’ପରେ ପାଉଲଙ୍କୁ ସେଠାରେ ଉପସ୍ଥିତ କରାଗଲା ଏବଂ ତର୍ତ୍ତୁଲସ୍ ନିମ୍ନୋକ୍ତଭାବେ ତାଙ୍କର ଅଭିଯୋଗଗୁଡ଼ିକ ଦର୍ଶାଇଲେ: “ମହାଭାଗ, ଆପଣଙ୍କ ବିଜ୍ଞ ନେତୃତ୍ୱ ଦ୍ୱାରା ଆମେ ଦୀର୍ଘ ଦିନ ଧରି ଶାନ୍ତିରେ ବାସ କରୁଅଛୁ ଓ ଆମ ଦେଶର ମଙ୍ଗଳ ନିମନ୍ତେ ଅନେକ ସଂସ୍କାରମୂଳକ କାର୍ଯ୍ୟ କରାଯାଇଛି। Viz kapitolaପବିତ୍ର ବାଇବଲ2 ତେଣୁ ପାଉଲଙ୍କୁ ଡକା ହେଲା। ତର୍ତ୍ତୁଲ୍ଲ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ, “ହେ ମହାମାନ୍ୟ ଫେଲୀକ୍ସ! ଆମ୍ଭ ଲୋକମାନେ ଆପଣଙ୍କ ସକାଶେ ବହୁତ ଶାନ୍ତିରେ ଜୀବନଯାପନ କରୁଛନ୍ତି, ତେଣୁ ଆମ୍ଭେ ଆପଣଙ୍କୁ ଧନ୍ୟବାଦ ଜଣାଉଅଛୁ। ଆପଣଙ୍କ ଦୂରଦୃଷ୍ଟି ଯୋଗୁଁ ଏ ଜାତି ନିମନ୍ତେ ବହୁତ ଉନ୍ନତିକର କାର୍ଯ୍ୟ ହୋଇ ପାରୁଛି। Viz kapitola |