ପ୍ରେରିତ 24:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତ ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟାଗୁଣରେ ଆମ୍ଭମାନଙ୍କର କେତୋଟି କଥା ଶ୍ରବଣ କରିବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି। Viz kapitolaଓଡିଆ ବାଇବେଲ4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଲାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)4 ସେ ଯାହାହେଉ, ମୁଁ ଆପଣଙ୍କର ଅଧିକ ସମୟ ନେବାକୁ ଚାହେଁ ନାହିଁ, ତେଣୁ ଆପଣ ଦୟା କରି ଆମର ସଂକ୍ଷିପ୍ତ ବିବରଣୀ ଶୁଣିବା ପାଇଁ ମୋର ଅନୁରୋଧ। Viz kapitolaପବିତ୍ର ବାଇବଲ4 ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନ କରି, ସଂକ୍ଷେପରେ ଆମ୍ଭ କଥା କହିବି। ତେଣୁ ଆପଣ ଧୈର୍ଯ୍ୟ ଧରି ଆମ୍ଭ କଥା ଶୁଣନ୍ତୁ। Viz kapitola |