ପ୍ରେରିତ 24:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ [ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ। Viz kapitolaଓଡିଆ ବାଇବେଲ6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣଙ୍କ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେ ଆମ ମନ୍ଦିରକୁ ଅପବିତ୍ର କରିବାକୁ ଚେଷ୍ଟା କଲାବେଳେ ଆମେ ତାକୁ ଗିରଫ କଲୁ। Viz kapitolaପବିତ୍ର ବାଇବଲ6 ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା। Viz kapitola |