ପ୍ରେରିତ 25:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି। Viz kapitolaଓଡିଆ ବାଇବେଲ10 ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ । ମୁଁ ଯିହୂଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 ପାଉଲ କହିଲେ, “ମୁଁ ସମ୍ରାଟଙ୍କ ନିଜ ବିଚାରାଳୟ ସମ୍ମୁଖରେ ଛିଡ଼ା ହୋଇଛି। ଏହିଠାରେ ହିଁ ମୋର ବିଚାର ହେବା ଉଚିତ। ଆପଣ ନିଜେ ଭଲ ରୂପେ ଜାଣନ୍ତି ଯେ, ମୁଁ ଇହୁଦୀମାନଙ୍କ ବିରୁଦ୍ଧରେ କୌଣସି ଦୋଷ କରି ନାହିଁ। Viz kapitolaପବିତ୍ର ବାଇବଲ10 ପାଉଲ କହିଲେ, “ମୁଁ ବର୍ତ୍ତମାନ କାଇସରଙ୍କ ବିଗ୍ଭର ଆସନ ସମ୍ମୁଖରେ ଠିଆ ହୋଇଛି। ଏଠାରେ ହିଁ ମୋର ବିଗ୍ଭର ହେବ। ମୁଁ ଯିହୂଦୀୟମାନଙ୍କ ପ୍ରତି କୌଣସି ଭୁଲ୍ କରି ନାହିଁ, ଏହା ଆପଣ ଜାଣନ୍ତି। Viz kapitola |