ପ୍ରେରିତ 25:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟ, ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକକୁ ବନ୍ଦୀ କରି ରଖିଯାଇଅଛନ୍ତି। Viz kapitolaଓଡିଆ ବାଇବେଲ14 ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)14 ସେଠାରେ ସେମାନେ କିଛିଦିନ ରହିବା ପରେ ଫେଷ୍ଟସ୍ ରାଜାଙ୍କୁ ପାଉଲଙ୍କ ବିଷୟ ଜଣାଇ କହିଲେ, “ଫେଲିକ୍ସ୍ ବନ୍ଦୀ କରି ରଖି ଯାଇଥିବା ଜଣେ ଲୋ ଏଠାରେ ଅଛି। Viz kapitolaପବିତ୍ର ବାଇବଲ14 ସେମାନେ ସେହି ସ୍ଥାନରେ ବହୁତ ଦିନ ରହିଲେ। ଫେଷ୍ଟ ରାଜାଙ୍କ ଆଗରେ ପାଉଲଙ୍କ ଅଭିଯୋଗ ବିଷୟରେ କହିଲେ। ସେ ତାହାଙ୍କୁ କହିଲେ, “ଏଠାରେ ଜଣେ ଲୋକ ଅଛି। ଫେଲୀକ୍ସ୍ ତାକୁ ବନ୍ଦୀ ରୂପେ ରଖି ଯାଇଛନ୍ତି। Viz kapitola |