ପ୍ରେରିତ 25:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 କିନ୍ତୁ ସେମାନଙ୍କ ସ୍ଵଧର୍ମ ପୁଣି ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା। Viz kapitolaଓଡିଆ ବାଇବେଲ19 କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହି ସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)19 ସେମାନେ କେବଳ ନିଜ ଧର୍ମ ବିଷୟରେ ଏବଂ ଯୀଶୁ ନାମକ ଯେଉଁ ମୃତ ବ୍ୟକ୍ତିଙ୍କୁ ପାଉଲ ଜୀବିତ ବୋଲି ଦାବୀ କରୁଛନ୍ତି, ତାଙ୍କ ବିଷୟ ନେଇ ଯୁକ୍ତିତର୍କ କଲେ। Viz kapitolaପବିତ୍ର ବାଇବଲ19 ତା’ ପରିବର୍ତ୍ତେ ସେମାନେ କେବଳ ନିଜ ଧର୍ମ ଓ ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି ବିଷୟରେ ଯୁକ୍ତିତର୍କ କଲେ। କିନ୍ତୁ ପାଉଲ ଯୀଶୁଙ୍କୁ ଜୀବିତ ବୋଲି ଦାବୀ କଲେ। Viz kapitola |