Online Bible

- Reklamy -




ପ୍ରେରିତ 25:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାହାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ପ୍ରାର୍ଥନା କରନ୍ତେ, ମୁଁ ତାକୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଜ୍ଞା ଦେଲି।

Viz kapitola kopírovat

ଓଡିଆ ବାଇବେଲ

21 କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 କିନ୍ତୁ ପାଉଲ, ନିଜେ ସମ୍ରାଟ ତା’ର ମାମଲା ନିଷ୍ପତ୍ତି କରନ୍ତୁ ବୋଲି କହି ପ୍ରହରୀମାନଙ୍କ ଦ୍ୱାରା ସୁରକ୍ଷିତ ହେବା ପାଇଁ ଚାହିଁଲା। ତେଣୁ ସମ୍ରାଟଙ୍କ ପାଖକୁ ପଠାଇବା ପର୍ଯ୍ୟନ୍ତ ତାକୁ ବନ୍ଦୀ କରି ରଖିବା ପାଇଁ ମୁଁ ଆଦେଶ ଦେଇଛି।”

Viz kapitola kopírovat

ପବିତ୍ର ବାଇବଲ

21 କିନ୍ତୁ ପାଉଲ ବନ୍ଦୀଗୃହରେ ରହିବା ପାଇଁ ଓ ସମ୍ରାଟଙ୍କ ଦ୍ୱାରା ବିଗ୍ଭର ହେବା ପାଇଁ ଅନୁରୋଧ କଲେ। ତେଣୁ ମୁଁ ତାହାକୁ ସମ୍ରାଟଙ୍କ ପାଖକୁ ପଠାଇବାର ବ୍ୟବସ୍ଥା କରିବା ପର୍ଯ୍ୟନ୍ତ ବନ୍ଦୀଗୃହରେ ରହିବା ପାଇଁ ଆଦେଶ ଦେଲି।”

Viz kapitola kopírovat




ପ୍ରେରିତ 25:21

Následuj nás:

Reklamy


Reklamy