ପ୍ରେରିତ 25:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେଥିରେ ଆଗ୍ରିପ୍ପା ଫେଷ୍ଟସ୍ଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେଥିରେ ଆଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, ଆମ୍ଭେ ମଧ୍ୟ ସ୍ଵୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାʼର କଥା ଶୁଣିବେ। Viz kapitolaଓଡିଆ ବାଇବେଲ22 ସେଥିରେ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ । ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ । Viz kapitolaପବିତ୍ର ବାଇବଲ (CL) NT (BSI)22 ଆଗ୍ରୀପା ଫେଷ୍ଟସ୍ଙ୍କୁ କହିଲେ, “ମୁଁ ନିଜେ ଏହି ଲୋକର କଥା ଶୁଣିବାକୁ ଚାହେଁ।” ଫେଷ୍ଟସ୍ ଉତ୍ତର ଦେଲେ, “ଆସନ୍ତା କାଲି ଆପଣ ତାହାର କଥା ଶୁଣିବେ।” Viz kapitolaପବିତ୍ର ବାଇବଲ22 ତା'ପରେ ଆଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, “ମୁଁ ସେହି ଲୋକଠାରୁ ନିଜେ ଶୁଣିବାକୁ ଗ୍ଭହେଁ।” ଫେଷ୍ଟ କହିଲେ, “ଆପଣ ଆସନ୍ତା କାଲି ତା'ଠାରୁ ଶୁଣିବେ।” Viz kapitola |