Online Bible

- Reklamy -




ପ୍ରେରିତ 25:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସେଥିରେ ପାଉଲ ଆପଣା ପକ୍ଷସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା ବିରୁଦ୍ଧରେ କି ମନ୍ଦିର ବିରୁଦ୍ଧରେ କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

8 ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୂଦୀମାନଙ୍କ ମୋଶାଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ବରଂ ପାଉଲ ଆତ୍ମସମର୍ଥନ କରି କହିଲେ, “ଇହୁଦୀମାନଙ୍କର ବ୍ୟବସ୍ଥା କିମ୍ବା ମନ୍ଦିର କିମ୍ବା ରୋମୀୟ ସମ୍ରାଟ୍, କାହା ବିରୁଦ୍ଧରେ ମୁଁ କୌଣସି ଦୋଷ କରି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

8 ପାଉଲ ଆତ୍ମରକ୍ଷାର ସୁଯୋଗ ପାଇ ଉତ୍ତର ଦେଲେ, “ମୁଁ ଯିହୂଦୀୟ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ କୌଣସି ଦୋଷ କରି ନାହିଁ।”

Viz kapitola kopírovat




ପ୍ରେରିତ 25:8

Následuj nás:

Reklamy


Reklamy