ପ୍ରେରିତ 26:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ନୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ। Viz kapitolaଓଡିଆ ବାଇବେଲ18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ । Viz kapitolaପବିତ୍ର ବାଇବଲ (CL) NT (BSI)18 ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’। Viz kapitolaପବିତ୍ର ବାଇବଲ18 ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’” Viz kapitola |