Online Bible

- Reklamy -




ପ୍ରେରିତ 27:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଥିରେ ଏସିଆ ପ୍ରଦେଶର ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ଥେସଲନୀକୀ ସହରରେ ମାକିଦନିଆ ନଗରରୁ ଆରିସ୍ତାର୍ଖ ନାମକ ଜଣେ ବ୍ୟକ୍ତି ଆମ୍ଭମାନଙ୍କ ସାଙ୍ଗରେ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ସେଥିରେ ଆସିଆ ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ, ମାକିଦନିଆର ଆରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

2 ସେଥିରେ ଆସିଆ ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ମାକିଦନିଆର ଆରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 ଆମ୍ଭେମାନେ ଆସିଆ ଦେଶର ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯିବା ପାଇଁ ଉଦ୍ୟତ ଥିବା ଆଦ୍ରାମୁତିୟମ୍‌ର ଗୋଟିଏ ଜାହାଜରେ ଯାତ୍ରା କଲୁ। ଆରିଷ୍ଟାର୍ଖସ୍ ନାମରେ ଥେସଲନିକୀ ସହରର ଜଣେ ମାସିଦୋନୀୟ ଲୋକ ଆମ ସହିତ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

2 ସେହି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥେସଲନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।

Viz kapitola kopírovat




ପ୍ରେରିତ 27:2

Následuj nás:

Reklamy


Reklamy