ପ୍ରେରିତ 27:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପାଉଲ, ଭୟ କର ନାହିଁ; କାଇସରଙ୍କ ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀସମସ୍ତଙ୍କୁ ଈଶ୍ଵର ତୁମ୍ଭକୁ ଦାନ କରିଅଛନ୍ତି। Viz kapitolaଓଡିଆ ବାଇବେଲ24 ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)24 ‘ପାଉଲ, ତୁମେ ଭୟ କର ନାହିଁ। ତୁମେ ନିଶ୍ଚୟ ସମ୍ରାଟଙ୍କ ସମ୍ମୁଖରେ ଉପସ୍ଥିତ ହେବ। ତୁମ ପ୍ରତି ପ୍ରଭୁ ସଦୟ ହୋଇଥିବାରୁ, ତୁମ ସହିତ ଯାତ୍ରା କରୁଥିବା ସମସ୍ତଙ୍କର ଜୀବନ ସେ ରକ୍ଷା କରିଛନ୍ତି। Viz kapitolaପବିତ୍ର ବାଇବଲ24 ‘ଭୟ କର ନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ଯିବ। ପରମେଶ୍ୱର ତୁମ୍ଭ ହେତୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।’ Viz kapitola |