ପ୍ରେରିତ 27:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂମିରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ପଛ ଭାଗରୁ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ। Viz kapitolaଓଡିଆ ବାଇବେଲ29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ । Viz kapitolaପବିତ୍ର ବାଇବଲ (CL) NT (BSI)29 ଜାହାଜଟି କୌଣସି ପାହାଡ଼ରେ ପିଟି ହୋଇଯିବ ବୋଲି ଆଶଙ୍କା କରି ସେମାନେ ପଛପଟୁ ଚାରୋଟି ଲଙ୍ଗର୍ ପକାଇଲେ ଓ ଦିବାଲୋକର ଅପେକ୍ଷାରେ ରହିଲେ। Viz kapitolaପବିତ୍ର ବାଇବଲ29 ସେମାନେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥରରେ ଧକ୍କା ହୋଇଯିବ। ତେଣୁ ସେମାନେ ଜାହାଜର ପଛପଟେ ଗ୍ଭରୋଟି ଲଙ୍ଗର ପକାଇ ଦିନ ହେବା ପାଇଁ ଅପେକ୍ଷା କଲେ। Viz kapitola |