ପ୍ରେରିତ 27:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ38 ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (CL) NT (BSI)38 ସମସ୍ତେ ଯଥେଷ୍ଟ ଖାଇ ସାରିବା ପରେ ଜାହାଜକୁ ହାଲୁକା କରିଦେବା ପାଇଁ ସେଥିରେ ଥିବା ସବୁ ଗହମ ସମୁଦ୍ରକୁ ଫୋପାଡ଼ି ଦେଲେ। Viz kapitolaପବିତ୍ର ବାଇବଲ38 ଆମ୍ଭେ ଯଥେଷ୍ଟ ପରିମାଣରେ ଖାଇବା ପରେ ଜାହାଜରେ ଥିବା ଗହମକୁ ସେମାନେ ସମୁଦ୍ରରେ ଫିଙ୍ଗି ଦେଲେ, ଯଦ୍ଦ୍ୱାରା ଜାହାଜ ହାଲୁକା ହୋଇଗଲା। Viz kapitola |