Online Bible

- Reklamy -




ପ୍ରେରିତ 28:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଅତଏବ, ଏହି କାରଣରୁ ମୁଁ ଆପଣମାନଙ୍କୁ ମୋʼ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।

Viz kapitola kopírovat

ଓଡିଆ ବାଇବେଲ

20 ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ସେଥିପାଇଁ ଏ ବିଷୟରେ କଥାବାର୍ତ୍ତା ହେବାକୁ ମୁଁ ତୁମ୍ଭମାନଙ୍କୁ ଡକାଇଛି। ବାସ୍ତବିକ, ଯାହାଙ୍କ ଉପରେ ଇଶ୍ରାଏଲୀୟ ଲୋକମାନେ ଆଶା ଭରସା କରି ଆସିଛନ୍ତି, ତାଙ୍କ ପାଇଁ ଆଜି ମୁଁ ଶିକୁଳିରେ ବନ୍ଧା ହୋଇଛି।”

Viz kapitola kopírovat

ପବିତ୍ର ବାଇବଲ

20 ଏଇଥିପାଇଁ ମୁଁ ତୁମ୍ଭମାନଙ୍କ ସଙ୍ଗେ ସାକ୍ଷାତ କରିବା ଓ କଥା ହେବା ପାଇଁ ଗ୍ଭହିଁଲି। ଇସ୍ରାଏଲର ଭରସାରେ ବିଶ୍ୱାସ କରୁଥିବା ହେତୁ ମୁଁ ଆଜି ଏହି ଶିକୁଳିରେ ବନ୍ଧା ହୋଇଛି।”

Viz kapitola kopírovat




ପ୍ରେରିତ 28:20

Následuj nás:

Reklamy


Reklamy