ପ୍ରେରିତ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା? Viz kapitolaପବିତ୍ର ବାଇବଲ (Re-edited) - (BSI)15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ, ଏ ଲୋକଗୁଡ଼ାକ ପ୍ରତି କଅଣ କରିବା? Viz kapitolaଓଡିଆ ବାଇବେଲ15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା ? Viz kapitolaପବିତ୍ର ବାଇବଲ (CL) NT (BSI)15 ତେଣୁ ସେମାନେ ଶିଷ୍ୟମାନଙ୍କୁ ସଭା ମଧ୍ୟରୁ ବାହାର କରି ଦେଇ ସେମାନଙ୍କ ବିଷୟରେ ପରସ୍ପର ମଧ୍ୟରେ ଆଲୋଚନା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ15 ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ। Viz kapitola |