ପ୍ରେରିତ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ; Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ଏମାନଙ୍କ ଦ୍ଵାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି, ଏହା ଯିରୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ଵୀକାର କରି ନ ପାରୁ; Viz kapitolaଓଡିଆ ବାଇବେଲ16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ; Viz kapitolaପବିତ୍ର ବାଇବଲ (CL) NT (BSI)16 ସେମାନେ କହିଲେ, “ଆମେ ଏମାନଙ୍କ ପ୍ରତି କ’ଣ କରିବା? ଏମାନେ କରିଥିବା ଏହି ଅଲୌକିକ କାର୍ଯ୍ୟ ବିଷୟରେ ଯିରୂଶାଲମର ସମସ୍ତେ ଜାଣିପାରିଛନ୍ତି। ଏହାର ସତ୍ୟତା ଆମେ ଆଉ ଅସ୍ୱୀକର କରିପାରିବା ନାହିଁ। Viz kapitolaପବିତ୍ର ବାଇବଲ16 ସେମାନେ କହିଲେ, “ଏ ଲୋକମାନଙ୍କ ପ୍ରତି ଆମ୍ଭେ କ’ଣ କରିବା? ଯିରୁଶାଲମର ପ୍ରତ୍ୟେକ ଲୋକ ଜାଣିଛନ୍ତି ଯେ, ସେମାନେ ଗୋଟିଏ ଅସାଧାରଣ କାର୍ଯ୍ୟ କରିଛନ୍ତି। ଆମ୍ଭେ ଏହା ଅସ୍ୱୀକାର କରି ପାରିବା ନାହିଁ। Viz kapitola |