ପ୍ରେରିତ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ। Viz kapitolaଓଡିଆ ବାଇବେଲ2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେମାନେ ଉତ୍ତ୍ୟକ୍ତ ହେଲେ, କାରଣ ଯୀଶୁ ମୃତ୍ୟୁରୁ ଉଠିଥିଲେ ବୋଲି ପ୍ରେରିତ ଶିଷ୍ୟଦ୍ୱୟ ଶିକ୍ଷା ଦେଇ, ଏଥିଦ୍ୱାରା ମୃତମାନେ ପୁନର୍ଜୀବିତ ହୁଅନ୍ତି ବୋଲି ପ୍ରମାଣିତ କରୁଥିଲେ। Viz kapitolaପବିତ୍ର ବାଇବଲ2 ସେମାନେ ରାଗି ଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ, ଓ ଯୀଶୁଙ୍କ ପୁନରୁତ୍ଥାନ ପରି ସବୁ ମୃତ ବ୍ୟକ୍ତିମାନଙ୍କର ଯେ ଉତ୍ଥାନ ହେବ, ଏହି କଥା ଘୋଷଣା କରୁଥିଲେ। Viz kapitola |