ପ୍ରେରିତ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ? Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ଵାରା ଏହି କଥା କହିଅଛ, ବିଜାତିମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ? Viz kapitolaଓଡିଆ ବାଇବେଲ25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ ? Viz kapitolaପବିତ୍ର ବାଇବଲ (CL) NT (BSI)25 ପବିତ୍ରଆତ୍ମାଙ୍କ ଦ୍ୱାରା ତୁମେ ଆମ ପୂର୍ବପୁରୁଷ ଓ ତୁମ ଦାସ ଦାଉଦଙ୍କ ମୁଖ ଦେଇ ଏହି କଥା ଶୁଣାଇଥିଲ; ‘ଅଣଯିହୁଦୀମାନେ କାହିଁକି ଉତ୍ତ୍ୟକ୍ତ ହେଲେ; ଲୋକମାନେ କାହିଁକି ବୃଥା ଚକ୍ରାନ୍ତ କଲେ? Viz kapitolaପବିତ୍ର ବାଇବଲ25 ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି, ‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି? ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ। Viz kapitola |