ପ୍ରେରିତ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେମାନେ ସେମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା। Viz kapitolaଓଡିଆ ବାଇବେଲ3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)3 ତେଣୁ ସେମାନେ ଉକ୍ତ ଦୁଇଜଣ ପ୍ରେରିତ ଶିଷ୍ୟଙ୍କୁ ଗିରଫ କଲେ ଓ ସେଦିନ ବହୁ ବିଳମ୍ବ ସେମାନଙ୍କୁ ବନ୍ଦୀଶାଳାରେ ରଖିଲେ। Viz kapitolaପବିତ୍ର ବାଇବଲ3 ତେଣୁ ସେମାନେ କାରାଗାରରେ ବନ୍ଦୀ କରିଦେଲେ। ସନ୍ଧ୍ୟା ହୋଇଯାଇ ଥିବାରୁ ସେମାନଙ୍କୁ ପରଦିନ ପର୍ଯ୍ୟନ୍ତ ବନ୍ଦୀ କରି ରଖିଲେ। Viz kapitola |