ପ୍ରେରିତ 4:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ତାଙ୍କର ଖଣ୍ତେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ। Viz kapitolaଓଡିଆ ବାଇବେଲ37 ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)37 ତାଙ୍କର ଜମି ବିକ୍ରୟ କରି ଲବ୍ଧ ଧନ ପ୍ରେରିତ ଶିଷ୍ୟମାନଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ37 ଯୋଷେଫଙ୍କର ଖଣ୍ଡିଏ କ୍ଷେତଥିଲା। ସେ ତାହାକୁ ବିକ୍ରୀ କରିଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ରେରିତମାନଙ୍କୁ ଦେଇଦେଲେ। Viz kapitola |