ପ୍ରେରିତ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ଵାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ସହସ୍ର ହେଲା। Viz kapitolaଓଡିଆ ବାଇବେଲ4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)4 କିନ୍ତୁ ଅନେକ ଲୋକ ସେମାନଙ୍କ ଶିକ୍ଷା ଶୁଣି ସେଥିରେ ବିଶ୍ୱାସ କଲେ ଓ ସେମାନଙ୍କ ସଂଖ୍ୟା ବୃଦ୍ଧି ପାଇ ପ୍ରାୟ ପ୍ରାୟ ପାଞ୍ଚ ହଜାର ହେଲା। Viz kapitolaପବିତ୍ର ବାଇବଲ4 କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକ ଲୋକ ସେମାନଙ୍କ ବାର୍ତ୍ତା ବିଶ୍ୱାସ କଲେ। ତେଣୁ ବର୍ତ୍ତମାନ ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ୱାସୀ ଥିଲେ। Viz kapitola |