ପ୍ରେରିତ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ଵରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ। Viz kapitolaଓଡିଆ ବାଇବେଲ11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ୱରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)11 ତଥାପି “ସେ ମୋଶାଙ୍କ ବିରୁଦ୍ଧରେ ଓ ଈଶ୍ୱରଙ୍କ ବିରୁଦ୍ଧରେ କଥା କହୁଥିବା ଆମେ ଶୁଣିଲୁ,” ଏହି ମିଥ୍ୟା ସାକ୍ଷ୍ୟ ଦେବା ପାଇଁ ସେମାନେ କେତେକ ଲୋକଙ୍କୁ ଲାଞ୍ଚ ଦେଇ ପ୍ରବର୍ତ୍ତାଇଲେ। Viz kapitolaପବିତ୍ର ବାଇବଲ11 ତା'ପରେ ସେମାନେ କେତେକ ଲୋକଙ୍କୁ ଲାଞ୍ଚ ଦେଇ ଏହା କୁହାଇଲେ, “ଆମ୍ଭେ ତାହାଙ୍କୁ ପରମେଶ୍ୱର ଓ ମୋଶାଙ୍କର ବିରୁଦ୍ଧରେ ଖରାପ କଥା କହୁଥିବାର ଶୁଣିଲୁ।” Viz kapitola |