ପ୍ରେରିତ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ବ୍ୟବସ୍ଥା ବିରୁଦ୍ଧରେ କଥା କହିବାରୁ କ୍ଷା; ହେଉ ନାହିଁ, Viz kapitolaଓଡିଆ ବାଇବେଲ13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)13 ତା’ପରେ ସେମାନେ ତାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବା ପାଇଁ କେତେକ ଲୋକଙ୍କୁ ଭିତରକୁ ଆଣିଲେ। ସେମାନେ କହିଲେ, “ଏହି ବ୍ୟକ୍ତି ସବୁବେଳେ ଆମର ପବିତ୍ର ମନ୍ଦିର ଓ ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ ପ୍ରଚାର କରୁଛି। Viz kapitolaପବିତ୍ର ବାଇବଲ13 ସେମାନେ କେତେ ଜଣ ମିଥ୍ୟା ସାକ୍ଷୀଙ୍କୁ ଆଣିଲେ। ସେମାନେ କହିଲେ, “ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ କୁହେ। Viz kapitola |