ପ୍ରେରିତ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କିନ୍ତୁ ଈଶ୍ବର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କିନ୍ତୁ ଈଶ୍ଵର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ। Viz kapitolaଓଡିଆ ବାଇବେଲ17 କିନ୍ତୁ ଈଶ୍ୱର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ । Viz kapitolaପବିତ୍ର ବାଇବଲ (CL) NT (BSI)17 “ଈଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସଫଳ ହୋଇ ମିସରରେ ଆମ ଜାତିର ଲୋକସଂଖ୍ୟା ବହୁତ ବୃଦ୍ଧି ପାଇଲା। Viz kapitolaପବିତ୍ର ବାଇବଲ17 “ଇତି ମଧ୍ୟରେ ମିଶର ଦେଶରେ ଇସ୍ରାଏଲ ଲୋକମାନଙ୍କର ସଂଖ୍ୟା ବଢ଼ିବାରେ ଲାଗିଲା। ପରମେଶ୍ୱର ଅବ୍ରହାମଙ୍କୁ ଯେଉଁସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ୟରେ ପରିଣତ ହୋଇଥିଲା। Viz kapitola |