Online Bible

- Reklamy -




ପ୍ରେରିତ 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

19 ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥି ନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ନିଷ୍ଠୁର ଓ ଖଳ ବ୍ୟବହାର କଲେ, ସେମାନଙ୍କ ନବଜାତ ଶିଶୁମାନଙ୍କୁ ନିପାତ କରିବା ପାଇଁ ସେମାନଙ୍କୁ ବାହାରେ ପକାଇ ଦେବାକୁ ଆଦେଶ ଜାରୀ କଲେ।

Viz kapitola kopírovat

ପବିତ୍ର ବାଇବଲ

19 ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ୟବହାର କଲେ। ରାଜା ସେମାନଙ୍କର ଶିଶୁମାନଙ୍କୁ ମାରିବା ପାଇଁ ବାହାରେ ପକେଇଦେବାକୁ ସେମାନଙ୍କୁ ବାଧ୍ୟ କଲେ।

Viz kapitola kopírovat




ପ୍ରେରିତ 7:19

Následuj nás:

Reklamy


Reklamy