ପ୍ରେରିତ 7:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ଵର, ଅବ୍ରହାମ, ଯିସ୍ହାକ ଓ ଯାକୁବର ଈଶ୍ଵର। ସେଥିରେ ମୋଶା କମ୍ପି ଉଠି ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ। Viz kapitolaଓଡିଆ ବାଇବେଲ32 ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ୱର, ଅବ୍ରହାମ, ଇସ୍ହାକ ଓ ଯାକୁବର ଈଶ୍ୱର । ସେଥିରେ ମୋଶା କମ୍ପି ଉଠି, ଭଲରୂପେ ଦେଖିବାକୁ ସାହାସ କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)32 ‘ମୁଁ ତୁମ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର।’ ମୋଶା ଭୟରେ କମ୍ପିତ ହୋଇ ଅନାଇବାକୁ ସାହସ କଲେ ନାହିଁ। Viz kapitolaପବିତ୍ର ବାଇବଲ32 ‘ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର। ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର।’ ଏହା ଶୁଣି ମୋଶା ଭୟରେ ଥରିଲେ ଓ ଆଉ ଦେଖିବା ପାଇଁ ସାହସ କଲେ ନାହିଁ। Viz kapitola |