ପ୍ରେରିତ 7:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 କିନ୍ତୁ ଈଶ୍ବର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖାଅଛି, “‘ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ? Viz kapitolaପବିତ୍ର ବାଇବଲ (Re-edited) - (BSI)42 କିନ୍ତୁ ଈଶ୍ଵର ବିମୁଖ ହୋଇ ସେମାନଙ୍କୁ ଆକାଶ-ବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ, ତୁମ୍ଭେମାନେ କʼଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ? Viz kapitolaଓଡିଆ ବାଇବେଲ42 କିନ୍ତୁ ଈଶ୍ୱର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ? Viz kapitolaପବିତ୍ର ବାଇବଲ (CL) NT (BSI)42 ଫଳରେ ପ୍ରଭୁ ସେମାନଙ୍କ ପ୍ରତି ବିମୁଖ ହେଲେ ଓ ସେମାନଙ୍କୁ ଆକାଶର ତାରାମାନଙ୍କୁ ପୂଜା କରିବାକୁ ଛାଡ଼ି ଦେଲେ। ଏ ସମ୍ପର୍କରେ ଭାବବାଦୀଙ୍କ ପୁସ୍ତକରେ ଉଲ୍ଲେଖ ଅଛି: ‘ହେ ଇଶ୍ରାୟେଲ ବଂଶ! ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ପାଇଁ ପଶୁବଳି ଓ ହୋମବଳି ଉତ୍ସର୍ଗ କରି ନ ଥିଲ। Viz kapitolaପବିତ୍ର ବାଇବଲ42 କିନ୍ତୁ ପରମେଶ୍ୱର ସେମାନଙ୍କଠାରୁ ବିମୁଖ ହେଲେ। ସେ ସେମାନଙ୍କୁ ଆକାଶସ୍ଥ ଭଣ୍ଡ ଦେବତାମାନଙ୍କର ପୂଜା କରିବା ପାଇଁ ଛାଡ଼ି ଦେଲେ। ଏହି ବିଷୟରେ ଭାବବାଦୀମାନଙ୍କର ପୁସ୍ତକରେ ଯେପରି ଲେଖାଅଛି, ‘ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ, ମୋ’ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରି ନାହଁ। Viz kapitola |