ପ୍ରେରିତ 7:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ‘ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)49 ସ୍ଵର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ? କିମ୍ଵା ଆମ୍ଭର ବିଶ୍ରାମସ୍ଥାନ କାହିଁ? Viz kapitolaଓଡିଆ ବାଇବେଲ49 ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)49 ‘ପ୍ରଭୁ କହନ୍ତି, ସ୍ୱର୍ଗ ମୋ’ ସିଂହାସନ ଓ ପୃଥିବୀ ମୋର ପାଦ ପୀଠ ତୁମ୍ଭେମାନେ ମୋ’ ପାଇଁ କି ପ୍ରକାର ଗୃହ ନିର୍ମାଣ କରିବ? ମୋର ବିଶ୍ରାମ ପାଇଁ ସ୍ଥାନ କାହିଁ? Viz kapitolaପବିତ୍ର ବାଇବଲ49 ‘ସ୍ୱର୍ଗ ମୋହର ସିଂହାସନ ପୃଥିବୀ ମୋହର ପାଦପୀଠ। ତୁମ୍ଭେମାନେ ମୋ’ ପାଇଁ କି ପ୍ରକାରର ମନ୍ଦିର ନିର୍ମାଣ କରିବ? ମୋର ବିଶ୍ରାମ ନେବା ପାଇଁ ସ୍ଥାନ କେଉଁଠି? Viz kapitola |