Online Bible

- Reklamy -




ପ୍ରେରିତ 7:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

53 ଆପଣମାନେ ଦୂତମାନଙ୍କ ଦ୍ଵାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ (ଆଦ୍ୟ) ପ୍ରତିଷ୍ଠିତ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

53 ବର୍ତ୍ତମାନ ତୁମ୍ଭେମାନେ ତାଙ୍କ ପ୍ରତି ବିଶ୍ୱାସଘାତକତା କରି ତାଙ୍କୁ ହତ୍ୟା କରିଛ। ତୁମ୍ଭେମାନେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ପ୍ରଦତ୍ତ ଈଶ୍ୱରଙ୍କ ବିଧିବିଧାନ ସବୁ ପାଇଛ - ତଥାପି ତାହା ପାଳନ କରି ନାହଁ।”

Viz kapitola kopírovat

ପବିତ୍ର ବାଇବଲ

53 ତୁମ୍ଭେମାନେ ପରମେଶ୍ୱରଙ୍କ ଦୂତ ଦ୍ୱାରା ମୋଶାଙ୍କୁ ଦିଆଯାଇଥିବା ବ୍ୟବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ୟ ହୋଇ ନାହଁ।”

Viz kapitola kopírovat




ପ୍ରେରିତ 7:53

Následuj nás:

Reklamy


Reklamy