ପ୍ରେରିତ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାଙ୍କ ନିମନ୍ତେ ବହୁତ ବିଳାପ କଲେ। Viz kapitolaଓଡିଆ ବାଇବେଲ2 ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 କେତେକ ଈଶ୍ୱର ଭକ୍ତ ଉଚ୍ଚ ସ୍ୱରରେ ବିଳାପ କରି ସ୍ତିଫାନଙ୍କ ମୃତ ଦେହକୁ ସମାଧି ଦେଲେ। Viz kapitola |